Browsing Category

ଓଡ଼ିଶା

ଘର ଭିତରୁ ମାଆ ଓ 7ବର୍ଷ ପୁଅର ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ମା' ଓ ପୁଅର ସନ୍ଦେହଜନକ ମୃତ୍ୟୁ । ଏକ ବନ୍ଦ ଘରୁ ମିଳିଛି ମା' ଓ 7ବର୍ଷର ପୁଅର ମୃତଦେହ । ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ ଜରଡ଼ା ଥାନା ଅନ୍ତର୍ଗତ ଚୁଡ଼ିଆଲାଞ୍ଜି ଗାଁରେ ଘଟିଛି ଏଭଳି ଘଟଣା । ମୃତ ମହିଳା ଜଣଙ୍କ…
Read More...

ଆସନ୍ତା ୨୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା, ସିସିଟିଭି ନଜରରେ ପରୀକ୍ଷା କେନ୍ଦ୍ର

ମାଟ୍ରିକ ପରୀକ୍ଷା ପାଇଁ ସିସି ଟିଭି ବ୍ୟବସ୍ଥା ଚୁଡାନ୍ତ ହୋଇଛି । କଟକ ବୋର୍ଡ ଅଫିସରେ ହେଲା ସିସିଟିଭିର ଅସ୍ଥାୟୀ କମାଣ୍ଡ ସେଣ୍ଟର । କପି ଓ ପ୍ରଶ୍ନପତ୍ର ଭାଇରାଲକୁ ରୋକିବା ପାଇଁ ଏହି ନିଷ୍ପତ୍ତି ହୋଇଛି । ପ୍ରତିଟି…
Read More...

ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ରେଳ ଟ୍ରାକ୍‌ରେ ୪ ମୃତଦେହ ଉଦ୍ଧାର , ହତ୍ୟା ସନ୍ଦେହ

ରେଳ ଟ୍ରାକ୍‌ରୁ ମିଳିଲା ଖଣ୍ଡବିଖଣ୍ଡିତ ୪ ମୃତଦେହ । ଏପରି ଏକ ଅଭାବନୀୟ ଘଟଣା ଓଡିଶା ଝାଡ଼ଖଣ୍ଡ ସୀମାନ୍ତ ପଶ୍ଚିମ ସିଂହଭୂମ ଜିଲ୍ଲାର ରେଳ ଟ୍ରାକ୍‌ରେ ଘଟିଛି । ଘଟଣାସ୍ଥଳରେ ପୋଲିସ ତଦନ୍ତ ଆରମ୍ଭ କରିଛି । ସୂଚନା…
Read More...

ଚୌଦ୍ୱାରଠାରେ ‘ଟେକ୍ସଟାଇଲ ପାର୍କ’ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ; କହିଲେ ମିଳିବ ୧୦ ହଜାର ନିଯୁକ୍ତି

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚୌଦ୍ୱାର ଗସ୍ତରେ ଯାଇ ଓଟିଏମ ଜମିରେ ଟେକ୍ସଟାଇଲ ପାର୍କର ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଚୌଦ୍ୱାରରେ ଆଜି ଆଉ ଏକ ନୂଆ ଅଧ୍ୟାୟ ସୃଷ୍ଟି ହେଲା…
Read More...

ସର୍ଚ୍ଚ ଅପରେସନ ବେଳେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ; ୨ ଯବାନ ଗୁରୁତର

ଲ୍ୟାଣ୍ଡମାଇନ ବିସ୍ପୋରଣରେ ୨ ଯବାନ ଆହତ। ତେବେ ଏଭଳି ଏକ ଅଭାବନୀୟ ଘଟଣା ବୌଦ୍ଧ ଜିଲ୍ଲାରେ ଘଟିଥିବା ଜଣାପଡିଛି। ତେବେ କଣ୍ଟାମାଳ ଥାନା ନାଲିକୁମ୍ପା ଜଙ୍ଗଲ ଯବାନ ମାନେ ସର୍ଚ୍ଚ ଅପରେସନ କରୁଥିବା ବେଳେ ଲ୍ୟାଣ୍ଡମାଇନ…
Read More...

ଚଳଚଞ୍ଚଳ ହେଲାଣି ଖଣ୍ଡଗିରି: ଆସନ୍ତାକାଲିଠୁ ମେଳା, ୧୭ରୁ ଦୁଲୁକିବ ଯାତ୍ରା ପେଣ୍ଡାଲ

ରାତି ପାହିଲେ ମନ୍ତ୍ର ଧ୍ଵନୀରେ ପ୍ରକମ୍ପିତ ହେବ ପୁରା ଖଣ୍ଡଗିରି ଅଞ୍ଚଳ । ଆସନ୍ତାକାଲିଠୁ ଆରମ୍ଭ ହେବ ବିଶ୍ଵ ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭମେଳା ମେଳା । ସେଥିପାଇଁ ସଜେଇ ହେଇଛି ଖଣ୍ଡଗିରି ଓ ଉଦୟଗିରି ପାହାଡ । ତପ…
Read More...

କାଲିଠୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବାକୁ ଯାଉଛି। ତେବେ ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ୩ ଲକ୍ଷ ୮୬ ହଜାର ୨୫୦ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବାକୁ ଯାଉଛନ୍ତି ।…
Read More...

ପରଲୋକରେ ସାଂସଦ ଅନୁଭବ ମହାନ୍ତିଙ୍କ ବାପା, ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ

ଅଭିନେତା ତଥା କେନ୍ଦ୍ରପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କ ବାପା ଅଭୟ ମହାନ୍ତିଙ୍କ ପରଲୋକ । କଟକ ନନ୍ଦସାହି ସ୍ଥିତ ବାସଭବନପେ ତାଙ୍କର ଦେହାନ୍ତ ହୋଇଥିବା ନେଇ ସୂଚନା ରହିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ…
Read More...

‘ଆମ ବସଷ୍ଟାଣ୍ଡ’ ଅଧିନରେ ୧୩ ଜିଲ୍ଲାର ୨୦ଟି ନୂତନ ବସଷ୍ଟାଣ୍ଡର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ‘ଆମ ବସଷ୍ଟାଣ୍ଡ’ ଯୋଜନାରେ ୧୩ଟି ଜିଲ୍ଲାରେ ୨୦ଟି ନବନିର୍ମିତ ବସଷ୍ଟାଣ୍ଡ ଉଦ୍‌ଘାଟନ କରିଛନ୍ତି। ଏହି ଜିଲ୍ଲାଗୁଡିକ ହେଲା- ଅନୁଗୋଳ, ବାଲେଶ୍ୱର, ବୌଦ୍ଧ, ଢେଙ୍କାନାଳ, ଗଜପତି,…
Read More...

ସମସ୍ତ କଟକଣାକୁ ଫୁ’, ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ

ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡାଇବା ଉପରେ କଟକଣା ଥିଲେ ମଧ୍ୟ କିଛି ଅମାନିଆ ଆଇନ ଉଲ୍ଲଂଘନ କରି ଡ୍ରୋନ ଉଡାଉଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହୋଇଛି । ଶ୍ରୀମନ୍ଦିର ଓ ଶ୍ରୀମନ୍ଦିର ଚତୁପାର୍ଶ୍ୱର ଦୃଶ୍ୟ ଡ୍ରୋନ୍…
Read More...